ଦ୍ଵିତୀୟ ବିବରଣ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ। Viz kapitolaଓଡିଆ ବାଇବେଲ1 ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ। Viz kapitolaପବିତ୍ର ବାଇବଲ1 “ଯଦି ତୁମ୍ଭେ ଏହା ଦେଖ ଯେ ତୁମ୍ଭର ପଡ଼ୋଶୀମାନଙ୍କର ଗାଈ କିଅବା ମେଷ ବଣା ହୋଇ ଯିବାର, ତୁମ୍ଭେ ନିଶ୍ଚୟ ତାହାକୁ ତାଙ୍କର ମାଲିକକୁ ଫେରାଇ ଦେବ। Viz kapitola |