ଦ୍ଵିତୀୟ ବିବରଣ 22:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ‘ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ;’ ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି;” ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମାତ୍ର ସେ ତାହାକୁ ଘୃଣା କରେ; ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ। Viz kapitolaଓଡିଆ ବାଇବେଲ17 ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ। Viz kapitolaପବିତ୍ର ବାଇବଲ17 ମାତ୍ର ସେ ତାକୁ ଘୃଣା କଲା, ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦକଥା ଆରୋପ କରି କହୁଅଛି କି, “ଆମ୍ଭେ ତୁମ୍ଭ କନ୍ୟାର କୁମାରୀତ୍ୱ ଲକ୍ଷଣ ପାଇଲୁ ନାହିଁ।” ମାତ୍ର ଆମ୍ଭ କନ୍ୟାର କୁମାରୀତ୍ୱର ଚିହ୍ନ ଏହି।’ ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ। Viz kapitola |