ଦ୍ଵିତୀୟ ବିବରଣ 22:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ଵାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ହିଁ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaଓଡିଆ ବାଇବେଲ24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaପବିତ୍ର ବାଇବଲ24 ତେବେ ତୁମ୍ଭେମାନେ ସେହି ଦୁଇଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପଥର ଫିଙ୍ଗି ହତ୍ୟା କରିବା ଉଚିତ୍। କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ। ଏବଂ ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା। ତୁମ୍ଭେମାନେ ଇସ୍ରାଏଲରୁ ଏହି ଦୁଷ୍କର୍ମ ଦୂର କରିବା ଉଚିତ୍। Viz kapitola |