ଦ୍ଵିତୀୟ ବିବରଣ 22:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଯଦି କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ; Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଯେବେ କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ; Viz kapitolaଓଡିଆ ବାଇବେଲ25 ମାତ୍ର ଯଦି କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ; Viz kapitolaପବିତ୍ର ବାଇବଲ25 “କିନ୍ତୁ ଧରାଯାଉ ଏକ କୁମାରୀ କନ୍ୟା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମୟରେ ଯଦି କୌଣସି ପୁରୁଷ ତାକୁ ଯୌନ ସମ୍ପର୍କ ପାଇଁ ବାଧ୍ୟ କରେ, ତେବେ କେବଳ ସେହି ପୁରୁଷକୁ ହତ୍ୟା କରାଯିବା ଉଚିତ୍। Viz kapitola |