ଦ୍ଵିତୀୟ ବିବରଣ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ। Viz kapitolaଓଡିଆ ବାଇବେଲ4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ। Viz kapitolaପବିତ୍ର ବାଇବଲ4 “ଯଦି ତୁମ୍ଭର ପଡ଼ୋଶୀମାନଙ୍କର ଗଧ ଅବା ଗାଈ ବାଟରେ ପଡ଼ି ଯିବାର ଦେଖିବ ତୁମ୍ଭେ ସେମାନଙ୍କୁ ଉଠାଇ ଦେବ କିଅବା ଉଠାଇବାରେ ସାହାଯ୍ୟ କରିବ। Viz kapitola |