ଦ୍ଵିତୀୟ ବିବରଣ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଛେଦାବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ। Viz kapitolaଓଡିଆ ବାଇବେଲ8 ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ। Viz kapitolaପବିତ୍ର ବାଇବଲ8 “ଯେତେବେଳେ ତୁମ୍ଭେମାନେ ଏକ ନୂତନ ଗୃହ ନିର୍ମାଣ କର, ତୁମ୍ଭେମାନେ ସେହି ଛାତର ଚତୁର୍ପାର୍ଶ୍ୱରେ ପାଚେରୀ ଉଠାଇବ। ତେବେ ତୁମ୍ଭେମାନେ କୌଣସି ଲୋକ ଛାତ ଉପରୁ ପଡ଼ି ମରିବା ପାଇଁ ଦୋଷୀ ହେବ ନାହିଁ। Viz kapitola |