Online Bible

- Reklamy -




ଦ୍ଵିତୀୟ ବିବରଣ 23:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ଵେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।

Viz kapitola kopírovat

ଓଡିଆ ବାଇବେଲ

23 ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।

Viz kapitola kopírovat

ପବିତ୍ର ବାଇବଲ

23 ଯାହା ତୁମ୍ଭ ଓଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ। ତୁମ୍ଭେ ନିଜ ମୁଖରେ ପ୍ରତିଜ୍ଞା କର ଯେପରି ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନସିକ କରିଅଛ, ସେହି ଅନୁସାରେ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 23:23

Následuj nás:

Reklamy


Reklamy