ଦ୍ଵିତୀୟ ବିବରଣ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ। Viz kapitolaଓଡିଆ ବାଇବେଲ3 ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ। Viz kapitolaପବିତ୍ର ବାଇବଲ3 “ଅମ୍ମୋନୀୟ କି ମୋୟାବୀୟ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ଯ୍ୟନ୍ତ ମଧ୍ୟ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବ ନାହିଁ। Viz kapitola |