ଦ୍ଵିତୀୟ ବିବରଣ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍କୁ ବେତନ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ। Viz kapitolaଓଡିଆ ବାଇବେଲ4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍କୁ ବେତନ ଦେଲେ। Viz kapitolaପବିତ୍ର ବାଇବଲ4 କାରଣ ତୁମ୍ଭେମାନେ ମିଶରରୁ ବାହାର ହୋଇ ଆସିବା ବେଳେ ସେହି ସମୟରେ ସେମାନେ ଅନ୍ନଜଳ ସହିତ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ। ପୁଣି ସେମାନେ ତୁମ୍ଭମାନଙ୍କୁ ଶାପଦେବା ନିମନ୍ତେ ମେସୋପଟାମିଆର ପଥୋର ସହର ନିବାସୀ ବିଲିୟମକୁ ପାରଶ୍ରମିକ ଦେଲେ। Viz kapitola |