ଦ୍ଵିତୀୟ ବିବରଣ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ। Viz kapitolaଓଡିଆ ବାଇବେଲ13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ। Viz kapitolaପବିତ୍ର ବାଇବଲ13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ। ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକ ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ। ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ। Viz kapitola |