Online Bible

- Reklamy -




ଦ୍ଵିତୀୟ ବିବରଣ 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେଣ।

Viz kapitola kopírovat

ଓଡିଆ ବାଇବେଲ

19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat

ପବିତ୍ର ବାଇବଲ

19 “ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ ତାହା ଆଣିବା ପାଇଁ ଫେରିଯିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 24:19

Následuj nás:

Reklamy


Reklamy