ଦ୍ଵିତୀୟ ବିବରଣ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ; Viz kapitolaପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସେହି ଶେଷ ସ୍ଵାମୀ ଯେବେ ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ଵାମୀ ଯେବେ ମରେ; Viz kapitolaଓଡିଆ ବାଇବେଲ3 ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରି ଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ; Viz kapitolaପବିତ୍ର ବାଇବଲ3-4 ଧରାଯାଉ ତା’ ନୂତନ ସ୍ୱାମୀ ତାକୁ ଭଲ ପାଇଲା ନାହିଁ ଓ ତାକୁ ମଧ୍ୟ ଛାଡ଼ପତ୍ର ଦେଲା କିଅବା ନୂତନ ସ୍ୱାମୀର ମୃତ୍ୟୁ ହୁଏ, ତେବେ ମଧ୍ୟ ତା'ର ପ୍ରଥମ ସ୍ୱାମୀ ତାକୁ ଆଉ ପୁନଃ ବିବାହ କରିବା ଉଚିତ୍ ନୁହଁ। ସେ କଳୁଷିତ ହୋଇ ସାରିବା ପରେ, କାରଣ ଏହି କାର୍ଯ୍ୟ ସଦାପ୍ରଭୁଙ୍କ ଆଗରେ ଘୃଣ୍ୟ ଅଟେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରିବା ପାଇଁ ଦେଉଛନ୍ତି ତାକୁ ପାପରେ ଦୋଷୀ କରାଅ ନାହିଁ। Viz kapitola |