ଦ୍ଵିତୀୟ ବିବରଣ 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର। Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର। Viz kapitolaପବିତ୍ର ବାଇବଲ9 ତୁମ୍ଭେମାନେ ମିଶରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରିୟମ ପ୍ରତି ଯାହା କରିଥିଲେ ସେସବୁକୁ ତୁମ୍ଭେମାନେ ସ୍ମରଣ କର। Viz kapitola |