ଦ୍ଵିତୀୟ ବିବରଣ 25:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ-ତଳରୁ ଅମାଲେକର ସ୍ମରଣଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ। Viz kapitolaଓଡିଆ ବାଇବେଲ19 ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ-ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ। Viz kapitolaପବିତ୍ର ବାଇବଲ19 ଏଥିପାଇଁ ତୁମ୍ଭେମାନେ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବ। ତୁମ୍ଭେମାନେ ଏପରି କରିବ ଯେତେବେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶରେ ପ୍ରବେଶ କରିବ। ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରୁ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବାକୁ ପଡ଼ିବ। Viz kapitola |