ଦ୍ଵିତୀୟ ବିବରଣ 25:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁଣ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ। Viz kapitolaଓଡିଆ ବାଇବେଲ3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ। Viz kapitolaପବିତ୍ର ବାଇବଲ3 ତୁମ୍ଭେ କାହାରିକୁ ଗ୍ଭଳିଶ୍ ପ୍ରହାରରୁ ଅଧିକ ଦେବ ନାହିଁ। ଯଦି ତୁମ୍ଭେ କାହାକୁ ଗ୍ଭଳିଶ୍ ଥରରୁ ଅଧିକ ପ୍ରହାର କର ତେବେ ଏହା ଜଣାଯିବ ତୁମ୍ଭ ପାଇଁ ତାହାର ଜୀବନ ତୁଚ୍ଛ ଅଟେ। Viz kapitola |