ଦ୍ଵିତୀୟ ବିବରଣ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦେବର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ। Viz kapitolaଓଡିଆ ବାଇବେଲ5 ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ। Viz kapitolaପବିତ୍ର ବାଇବଲ5 “ଯଦି ଦୁଇଭାଇ ଏକତ୍ର ବାସ କରୁଥା’ନ୍ତି, ଯଦି ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ସ୍ତ୍ରୀ ବାହାରର କୌଣସି ଲୋକକୁ ବିବାହ କରିବ ନାହିଁ। ତା'ର ଅନ୍ୟ ଭାଇଜଣକ ତାକୁ ବିବାହ କରିବ ଓ ତାହା ସହିତ ସହବାସ କରିବ। Viz kapitola |