ଦ୍ଵିତୀୟ ବିବରଣ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ। Viz kapitolaଓଡିଆ ବାଇବେଲ6 ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ। Viz kapitolaପବିତ୍ର ବାଇବଲ6 ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତା'ର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ। ତହିଁରେ ତାହାର ନାମ ଇସ୍ରାଏଲରୁ ଲୁପ୍ତ ହେବ ନାହିଁ। Viz kapitola |