ଦ୍ଵିତୀୟ ବିବରଣ 25:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ତାହାର ଭ୍ରାତୃଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେ କେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। Viz kapitolaଓଡିଆ ବାଇବେଲ9 ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। Viz kapitolaପବିତ୍ର ବାଇବଲ9 ତେବେ ତାହାର ଭାତୃ ସ୍ତ୍ରୀ ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁହଁରେ ଛେପ ପକାଇବ। ପୁଣି ପ୍ରତ୍ୟୁତ୍ତର କରି କହିବ, ‘ଯେକୌଣସି ଲୋକ ଆପଣା ଭାଇର ଘର ନ ତୋଳେ ତାହା ପ୍ରତି ଏହିରୂପେ କରାଯିବ।’ Viz kapitola |