Online Bible

- Reklamy -




ଦ୍ଵିତୀୟ ବିବରଣ 26:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ଵାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।

Viz kapitola kopírovat

ଓଡିଆ ବାଇବେଲ

12 ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।

Viz kapitola kopírovat

ପବିତ୍ର ବାଇବଲ

12 “ତୃତୀୟ ବର୍ଷରେ ଅର୍ଥାତ୍ ଦଶମାଂଶ ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟ ଆଦିର ଦଶମାଂଶ ଦେବାର ସମାପ୍ତ କଲାପରେ ତୁମ୍ଭେମାନେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ। ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।

Viz kapitola kopírovat




ଦ୍ଵିତୀୟ ବିବରଣ 26:12

Následuj nás:

Reklamy


Reklamy