ଦ୍ଵିତୀୟ ବିବରଣ 26:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ ଓ ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ। Viz kapitolaଓଡିଆ ବାଇବେଲ19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ। Viz kapitolaପବିତ୍ର ବାଇବଲ19 ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରୁ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ୟାତି ଓ ସମ୍ମାନ ଦେବେ। ଏବଂ ତୁମ୍ଭେମାନେ ତାଙ୍କର ନିଜର ପବିତ୍ର ଲୋକ ହେବ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।” Viz kapitola |