ଦ୍ଵିତୀୟ ବିବରଣ 26:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, “ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ। Viz kapitolaଓଡିଆ ବାଇବେଲ3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ। Viz kapitolaପବିତ୍ର ବାଇବଲ3 ତୁମ୍ଭେ ସେହି ସମୟରେ ଯାଜକ ନିକଟକୁ ଯିବା ଉଚିତ୍ ଏବଂ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ବାସ କରୁଅଛୁ। ଏହା ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଘୋଷଣା କରୁଅଛୁ।’ Viz kapitola |