ଦ୍ଵିତୀୟ ବିବରଣ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଆଜି ମୁଁ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେସବୁ ପାଳନ କର। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।” Viz kapitolaପବିତ୍ର ବାଇବଲ1 ମୋଶା ଏବଂ ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଲେ, “ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଛି, ସେଗୁଡ଼ିକ ପାଳନ କର। Viz kapitola |