ଦ୍ଵିତୀୟ ବିବରଣ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍” (ଏହିପରି ହେଉ)। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ଆମେନ୍ (ଏପରି ହେଉ)। Viz kapitolaଓଡିଆ ବାଇବେଲ15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍’ (ଏହିପରି ହେଉ)। Viz kapitolaପବିତ୍ର ବାଇବଲ15 “‘ଯେଉଁ ମନୁଷ୍ୟ କୌଣସି ଖୋଦିତ କିଅବା ଛାଞ୍ଚ ଢଳା ମୂର୍ତ୍ତି ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକୁ ଏକ ଗୋପନ ସ୍ଥାନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେବା ଉଚିତ୍।’ “ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍’। Viz kapitola |