ଦ୍ଵିତୀୟ ବିବରଣ 27:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେ କେହି ଆପଣା ପିତୃଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ; ଯେହେତୁ ସେ ଆପଣା ପିତାର ଅଞ୍ଚଳ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଓଡିଆ ବାଇବେଲ20 “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧୀକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ20 “ଲେବୀୟମାନେ କହିବେ, ‘ଯେଉଁ ଲୋକ ଆପଣା ପିତାଙ୍କ ଭାର୍ଯ୍ୟା ସହିତ ଶୟନ କରେ ସେ ଅଭିଶପ୍ତ ହେଉ। କାରଣ ସେ ଯାହା ତା'ର ପିତାର ସେ ତାକୁ ଅନାବରଣ କରିଥାଏ।” “ଏଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitola |