Online Bible

- Reklamy -




ଦ୍ଵିତୀୟ ବିବରଣ 27:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 “ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଯେ କେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃକନ୍ୟା କି ଆପଣା ମାତୃକନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।

Viz kapitola kopírovat

ଓଡିଆ ବାଇବେଲ

22 “ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’

Viz kapitola kopírovat

ପବିତ୍ର ବାଇବଲ

22 “ଲେବୀୟମାନେ କହିବେ, ‘ଯେଉଁମାନେ ସେମାନଙ୍କ ଭଉଣୀ ବା ପିତୃକନ୍ୟା ବା ମାତୃକନ୍ୟା ସହିତ ଯୌନ ସମ୍ପର୍କ ରଖେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ଆମେନ୍।’

Viz kapitola kopírovat




ଦ୍ଵିତୀୟ ବିବରଣ 27:22

Následuj nás:

Reklamy


Reklamy