ଦ୍ଵିତୀୟ ବିବରଣ 28:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ମଙ୍ଗଳାର୍ଥେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ। Viz kapitolaଓଡିଆ ବାଇବେଲ11 ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ। Viz kapitolaପବିତ୍ର ବାଇବଲ11 “ଏବଂ ସଦାପ୍ରଭୁ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭକୁ ଅନେକ ସନ୍ତାନରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭମାନଙ୍କୁ ଗୋବତ୍ସରେ ପରିପୂର୍ଣ୍ଣ କରିବେ। ସେ ତୁମ୍ଭର ଅମାର ଉତ୍ତମ ଫସଲରେ ପରିପୂର୍ଣ୍ଣ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଯେପରି ପ୍ରତିଜ୍ଞା କରିଥିଲେ। Viz kapitola |