Online Bible

- Reklamy -




ଦ୍ଵିତୀୟ ବିବରଣ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।

Viz kapitola kopírovat

ଓଡିଆ ବାଇବେଲ

2 ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।

Viz kapitola kopírovat

ପବିତ୍ର ବାଇବଲ

2 ଏହି ସମସ୍ତ ଆଶୀର୍ବାଦ ତୁମ୍ଭେମାନେ ଗ୍ରହଣ କରିବ ଏବଂ ସେଗୁଡ଼ିକ ତୁମ୍ଭ ପାଖକୁ ଆସିବ। କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ସ୍ୱର ଶୁଣିଛ।

Viz kapitola kopírovat




ଦ୍ଵିତୀୟ ବିବରଣ 28:2

Následuj nás:

Reklamy


Reklamy