Online Bible

- Reklamy -




ଦ୍ଵିତୀୟ ବିବରଣ 28:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ ର,

Viz kapitola kopírovat

ଓଡିଆ ବାଇବେଲ

30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ,

Viz kapitola kopírovat

ପବିତ୍ର ବାଇବଲ

30 “ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକୁ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥିରେ ଅନ୍ୟ ଜଣେ ବାସ କରିବ। ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା'ର ଫଳସବୁ ଖାଇବ। ତୁମ୍ଭେ ସେଥିରୁ କିଛି ପାଇବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 28:30

Následuj nás:

Reklamy


Reklamy