ଦ୍ଵିତୀୟ ବିବରଣ 28:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ। Viz kapitolaଓଡିଆ ବାଇବେଲ40 ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ। Viz kapitolaପବିତ୍ର ବାଇବଲ40 ତୁମ୍ଭର ସମସ୍ତ କ୍ଷେତରେ ଜୀତ ବୃକ୍ଷ ହେବ। କିନ୍ତୁ ତୁମ୍ଭେମାନେ ତୈଳ ସଂଗ୍ରହ କରିବାକୁ ସମର୍ଥ ହେବ ନାହିଁ। କାରଣ ଭୂମିରେ ତା'ର ସମସ୍ତ ଫଳ ଝଡି ପଡ଼ିବ। Viz kapitola |