ଦ୍ଵିତୀୟ ବିବରଣ 28:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ। Viz kapitolaଓଡିଆ ବାଇବେଲ50 ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ। Viz kapitolaପବିତ୍ର ବାଇବଲ50 ସେହି ଲୋକମାନେ ଅତ୍ୟନ୍ତ କୃର ହେବେ। ବୃଦ୍ଧ ଲୋକମାନଙ୍କ ପ୍ରତି ମଧ୍ୟ ସେମାନେ ଦୟା ଦେଖାଇବେ ନାହିଁ। ସେମାନେ ତୁମ୍ଭର ପିଲାମାନଙ୍କ ପ୍ରତି ମଧ୍ୟ ଦୟା ଦେଖାଇବେ ନାହିଁ। Viz kapitola |