Online Bible

- Reklamy -




ଦ୍ଵିତୀୟ ବିବରଣ 28:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

51 ପୁଣି ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଫଳ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବାଯାଏ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ, ଅବା ତୈଳ, ତୁମ୍ଭ ଗୋବତ୍ସ, ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

51 ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

51 ସେମାନେ ତୁମ୍ଭର ପଶୁ ଓ ବଢ଼ିଥିବା ଶସ୍ୟ ନେଇଯିବେ। ତୁମ୍ଭମାନଙ୍କୁ ଧ୍ୱଂସ କରିବା ପର୍ଯ୍ୟନ୍ତ ସେମାନେ ସମସ୍ତ ଦ୍ରବ୍ୟ ନେଇଯିବେ। ସେମାନେ ତୁମ୍ଭମାନଙ୍କ ପାଇଁ କୌଣସି ଶସ୍ୟ ରଖିବେ ନାହିଁ। ମଦ, ତେଲ, ଗାଈ, ମେଷ କିଅବା ଛେଳି ଅବଶିଷ୍ଟ କିଛି ରଖିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ତଳିତଳାନ୍ତ କରିବା ପର୍ଯ୍ୟନ୍ତ ସମସ୍ତ ଦ୍ରବ୍ୟ ସେମାନେ ନେଇଯିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 28:51

Následuj nás:

Reklamy


Reklamy