Online Bible

- Reklamy -




ଦ୍ଵିତୀୟ ବିବରଣ 28:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

54 ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ, ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ କୋମଳ ଓ ଅତି ସୁକୁମାର ଲୋକ ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ;

Viz kapitola kopírovat

ଓଡିଆ ବାଇବେଲ

54 ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,

Viz kapitola kopírovat

ପବିତ୍ର ବାଇବଲ

54 “ଏପରିକି ତୁମ୍ଭମାନଙ୍କ ମଧ୍ୟରେ ଥିବା ଦୟାଳୁ ଭଦ୍ରଲୋକ ମଧ୍ୟ ଅତି କୃର ହୋଇ ଉଠିବ। ସେ ଅନ୍ୟମାନଙ୍କ ପାଇଁ ଅତି ନିଷ୍ଠୁର ହେବ। ସେ ମଧ୍ୟ ତା'ର ସ୍ତ୍ରୀ ପାଇଁ ନିଷ୍ଠୁର ହେବ ଯାହାକୁ ସେ ବହୁତ ଭଲ ପାଉଥିଲା। ଏବଂ ସେ ମଧ୍ୟ ତା'ର ପିଲାମାନଙ୍କ ପାଇଁ ନିଷ୍ଠୁର ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 28:54

Následuj nás:

Reklamy


Reklamy