Online Bible

- Reklamy -




ଦ୍ଵିତୀୟ ବିବରଣ 28:62 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

62 ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

62 ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ହେତୁରୁ ଆକାଶର ତାରାଗଣ ପରି ହେଲେ ହେଁ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

62 ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

62 ତୁମ୍ଭମାନଙ୍କର ସଂଖ୍ୟା ତାରାମାନଙ୍କ ପରି ବହୁତ ହୋଇଥିବ କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ ସଂଖ୍ୟକ ରହିଯିବେ। କାରଣ ତୁମ୍ଭେମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟପ୍ରତି ଧ୍ୟାନ ଦେଲ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 28:62

Následuj nás:

Reklamy


Reklamy