ଦ୍ଵିତୀୟ ବିବରଣ 28:67 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT67 ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ‘ଆହା, ସନ୍ଧ୍ୟା ହୁଅନ୍ତା କି!’ ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ‘ଆହା, ସକାଳ ହୁଅନ୍ତା କି!’ Viz kapitolaପବିତ୍ର ବାଇବଲ (Re-edited) - (BSI)67 ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ହେତୁରୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ହେତୁରୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି ! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି ! Viz kapitolaଓଡିଆ ବାଇବେଲ67 ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି ! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି ! Viz kapitolaପବିତ୍ର ବାଇବଲ67 ତୁମ୍ଭେ ଯେଉଁ ଆଶଙ୍କା କରିବ; ତୁମ୍ଭ ହୃଦୟର ସେହି ଆଶଙ୍କା ହେତୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ହେତୁ ସକାଳ ହେଲେ, ତୁମ୍ଭେମାନେ କହିବ, ‘ଆହା ସନ୍ଧ୍ୟା ହୁଅନ୍ତା କି।’ ପୁଣି ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିବ, ‘ଦିନ ହୁଅନ୍ତା କି।’ କାରଣ ତୁମ୍ଭେମାନେ ଏପରି ଭୟାଭୟତା ଦୃଶ୍ୟମାନ ଦେଖିବ। Viz kapitola |