Online Bible

- Reklamy -




ଦ୍ଵିତୀୟ ବିବରଣ 28:68 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

68 ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ‘ତୁମ୍ଭେ ଆଉ ତାହା ଦେଖିବ ନାହିଁ,’ ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

68 ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

68 ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

68 ସଦାପ୍ରଭୁ ତୁମ୍ଭମାନଙ୍କୁ ଜାହଜରେ ମିଶରକୁ ପଠାଇ ଦେବେ। ମୁଁ କହୁଅଛି, ତୁମ୍ଭେମାନେ କଦାପି ସେହି ଦେଶକୁ ଯିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭକୁ ସେହିଠାକୁ ପଠାଇବେ। ମିଶରରେ ତୁମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ କ୍ରିତଦାସ ଭାବେ ବିକ୍ରି ହେବାକୁ ଚେଷ୍ଟା କରିବ। କିନ୍ତୁ ତୁମ୍ଭମାନଙ୍କୁ କେହି କ୍ରୟ କରିବେ ନାହିଁ।”

Viz kapitola kopírovat




ଦ୍ଵିତୀୟ ବିବରଣ 28:68

Následuj nás:

Reklamy


Reklamy