ଦ୍ଵିତୀୟ ବିବରଣ 28:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେ ଯେ କର୍ମରେ ତୁମ୍ଭେ ହସ୍ତ ଦେବ, ସେସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଓଡିଆ ବାଇବେଲ8 ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ8 “ସଦାପ୍ରଭୁ ତୁମ୍ଭମାନଙ୍କର ଅମାର ପୂର୍ଣ୍ଣ କରିବେ। ସେ ତୁମ୍ଭକୁ ସବୁ କାର୍ଯ୍ୟରେ ଆଶୀର୍ବାଦ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଦେଇଥିବା ଦେଶ ଉପରେ ଆଶୀର୍ବାଦ କରିବେ। Viz kapitola |