ଦ୍ଵିତୀୟ ବିବରଣ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ। Viz kapitolaଓଡିଆ ବାଇବେଲ9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ। Viz kapitolaପବିତ୍ର ବାଇବଲ9 ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସେହିପରି କରିବେ କାରଣ ତୁମ୍ଭେମାନେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ। Viz kapitola |