Online Bible

- Reklamy -




ଦ୍ଵିତୀୟ ବିବରଣ 29:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।

Viz kapitola kopírovat

ଓଡିଆ ବାଇବେଲ

1 ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।

Viz kapitola kopírovat

ପବିତ୍ର ବାଇବଲ

1 ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ ହୋରେବ ପର୍ବତରେ ଏକ ଚୁକ୍ତି କରିଥିଲେ। ତାହାଛଡ଼ା ସେ ମୋୟାବ ଦେଶରେ ତାଙ୍କ ସହିତ ଆଉ ଏକ ଚୁକ୍ତି କରିଥିଲେ। ତାହା ସବୁ ଏହି ଯେ,

Viz kapitola kopírovat




ଦ୍ଵିତୀୟ ବିବରଣ 29:1

Následuj nás:

Reklamy


Reklamy