Online Bible

- Reklamy -




ଦ୍ଵିତୀୟ ବିବରଣ 29:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ଵର ହୁଅନ୍ତି;

Viz kapitola kopírovat

ଓଡିଆ ବାଇବେଲ

10 ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;

Viz kapitola kopírovat

ପବିତ୍ର ବାଇବଲ

10 “ଆଜି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସମ୍ମୁଖରେ ଛିଡ଼ା ହୋଇଅଛ। ତୁମ୍ଭର ପ୍ରଧାନଗଣ, ତୁମ୍ଭମାନଙ୍କ ବଂଶ ସମୂହ, ତୁମ୍ଭମାନଙ୍କର ପ୍ରାଚୀନବର୍ଗ, ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ ଓ ଇସ୍ରାଏଲର ସମସ୍ତ ପୁରୁଷ ଏହିଠାରେ ଉପସ୍ଥିତ ଅଛନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 29:10

Následuj nás:

Reklamy


Reklamy