ଦ୍ଵିତୀୟ ବିବରଣ 29:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ; Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ; Viz kapitolaଓଡିଆ ବାଇବେଲ16 କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ; Viz kapitolaପବିତ୍ର ବାଇବଲ16 “ତୁମ୍ଭେ ଏକଥା ସ୍ମରଣ କର ଯେ ଆମ୍ଭେମାନେ ମିଶରରେ କିପରି ଥିଲୁ, ତୁମ୍ଭେ ଏକଥା ସ୍ମରଣ କର, ଆମ୍ଭେ କିପରି ଭାବରେ ବହୁ ଦେଶ ଅତିକ୍ରାନ୍ତ କରି ଆସିଲୁ। Viz kapitola |