Online Bible

- Reklamy -




ଦ୍ଵିତୀୟ ବିବରଣ 29:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ କେହି ଯେପରି ଏହି ଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ଵଂସ କରିବା ପାଇଁ ଆପଣା ହୃଦୟର କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।

Viz kapitola kopírovat

ଓଡିଆ ବାଇବେଲ

19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ

19 “ଆଉ ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ‘ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟରେ କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।’

Viz kapitola kopírovat




ଦ୍ଵିତୀୟ ବିବରଣ 29:19

Následuj nás:

Reklamy


Reklamy