ଦ୍ଵିତୀୟ ବିବରଣ 29:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ। Viz kapitolaଓଡିଆ ବାଇବେଲ21 ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ୍ କରିବେ। Viz kapitola |