Online Bible

- Reklamy -




ଦ୍ଵିତୀୟ ବିବରଣ 29:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ ;

Viz kapitola kopírovat

ଓଡିଆ ବାଇବେଲ

22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;

Viz kapitola kopírovat

ପବିତ୍ର ବାଇବଲ

22 “ଭବିଷ୍ୟତରେ ତୁମ୍ଭର ଭବିଷ୍ୟଦ୍ ବଂଶଧରଗଣ ଓ ବହୁ ଦୂର ସ୍ଥାନରୁ ଆସୁଥିବା ବିଦେଶୀଗଣ ବିନାଶ ଓ ବିପର୍ଯ୍ୟୟ ଦେଖିବେ, ଯାହା ସଦାପ୍ରଭୁ ଦେଶକୁ ଆଘାତ କରିଛନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 29:22

Následuj nás:

Reklamy


Reklamy