ଦ୍ଵିତୀୟ ବିବରଣ 29:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ୍ ଓ ବାଶନ୍ର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ। Viz kapitolaଓଡିଆ ବାଇବେଲ7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ। Viz kapitolaପବିତ୍ର ବାଇବଲ7 “ତୁମ୍ଭେମାନେ ଏହି ସ୍ଥାନକୁ ଆସିଲାପରେ ହିଷ୍ବୋନର ରାଜା ସୀହୋନ୍ ଓ ବାଶନର ରାଜା ଓଗ୍ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭେମାନେ ସେମାନଙ୍କୁ ପରାସ୍ତ କଲୁ। Viz kapitola |