ଦ୍ଵିତୀୟ ବିବରଣ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ। Viz kapitolaଓଡିଆ ବାଇବେଲ2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ। Viz kapitolaପବିତ୍ର ବାଇବଲ2 ସଦାପ୍ରଭୁ ମୋତେ କହିଲେ, ‘ଓଗ୍କୁ ଭୟ କର ନାହିଁ, ମୁଁ ନିଷ୍ପତ୍ତି ନେଇଛି ଯେ ତାକୁ ତୁମ୍ଭମାନଙ୍କ ଆଗରେ ସମର୍ପଣ କରିବି। ମୁଁ ମଧ୍ୟ ତାଙ୍କର ସମସ୍ତ ଲୋକମାନଙ୍କୁ ଓ ଦେଶସବୁ ତୁମ୍ଭକୁ ଦେବି। ଇମ୍ମୋରୀୟ ରାଜା ସୀହୋନ ଯିଏକି ସଷବୋରେ ରାଜତ୍ୱ କରୁଥିଲେ, ସେହିପରି ତାହା ପ୍ରତି ମଧ୍ୟ କରିବ।’ Viz kapitola |