ଦ୍ଵିତୀୟ ବିବରଣ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ-ମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaଓଡିଆ ବାଇବେଲ10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaପବିତ୍ର ବାଇବଲ10 କିନ୍ତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ପୁସ୍ତକର ସମସ୍ତ ନିୟମ ବିଧି ମାନି ଚଳିବାକୁ ପଡ଼ିବ। ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନିକଟକୁ ଯେବେ ଫେରି ଆସ। Viz kapitola |