ଦ୍ଵିତୀୟ ବିବରଣ 30:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା ଓ ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଓଡିଆ ବାଇବେଲ16 ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ16 ମୁଁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କର। ତୁମ୍ଭେମାନେ ତାଙ୍କୁ ଅନୁସରଣ କରି ତାଙ୍କର ବାକ୍ୟମାନ, ନିୟମ ବିଧି ପାଳନ କର। ତେବେ ତୁମ୍ଭେମାନେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢ଼ିବ। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଉଥିବା ଦେଶରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକୁ ତୁମ୍ଭେମାନେ ଅଧିକାର କରିବା ପାଇଁ ଯାଉଛ। Viz kapitola |