ଦ୍ଵିତୀୟ ବିବରଣ 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ। Viz kapitolaଓଡିଆ ବାଇବେଲ5 ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ। Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ ତୁମ୍ଭମାନଙ୍କୁ ଆପଣା ପୂର୍ବପୁରୁଷମାନଙ୍କ ଦେଶକୁ ଫେରାଇ ଆଣି ସେହି ଦେଶସବୁ ତୁମ୍ଭମାନଙ୍କୁ ଦେବେ। ସଦାପ୍ରଭୁ ତୁମ୍ଭର ମଙ୍ଗଳ କରି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭମାନଙ୍କର ଏତେ ଲୋକ ବୃଦ୍ଧି ହେବେ ଯେ, କେବେବି ଏତେ ନ ଥିଲା। Viz kapitola |