ଦ୍ଵିତୀୟ ବିବରଣ 31:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣ କ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ, Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ, Viz kapitolaଓଡିଆ ବାଇବେଲ10 ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ, Viz kapitolaପବିତ୍ର ବାଇବଲ10 ଏହା ପରେ ମୋଶା ପ୍ରାଚୀନବର୍ଗମାନଙ୍କୁ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣ ଛାଡ଼ ବର୍ଷର ନିରୂପିତ ସମୟରେ ପତ୍ରକୁଟୀର ପର୍ବରେ। Viz kapitola |