Online Bible

- Reklamy -




ଦ୍ଵିତୀୟ ବିବରଣ 31:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ ସେମାନଙ୍କୁ କହିଲେ, ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

2 ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

2 ମୋଶା ଇସ୍ରାଏଲକୁ କହିଲେ, “ମୋତେ 120 ବର୍ଷ ହେଲାଣି। ମୁଁ ଆଉ ତୁମ୍ଭମାନଙ୍କୁ ଆଗେଇ ନେଇ ପାରିବି ନାହିଁ। ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯର୍ଦ୍ଦନ ପାର ହୋଇଯିବ ନାହିଁ।’

Viz kapitola kopírovat




ଦ୍ଵିତୀୟ ବିବରଣ 31:2

Následuj nás:

Reklamy


Reklamy